ପଟ୍ଟାମୁଣ୍ଡାଇରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୮ ବଖରା ଘର
23/01/2019 at 1:00 PM

ପଟ୍ଟାମୁଣ୍ଡାଇ ୨୩/୧ : ପଟ୍ଟାମୁଣ୍ଡାଇ ସାନଜରିଆ ଗାଁରେ ଅଗ୍ନିକାଣ୍ଡ ହୋଇଛି | ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା ଘର | ନିଆଁରେ ପୋଡି ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି | ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି | ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା | ଖବରପାଇ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ କରିଥିଲା |

Related Posts
କନ୍ଧମାଳ ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଜବତ, ୫ ଗିରଫ
6 February 2023