Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼, ଜଣେ ମୃତ, ଜଣେ ଗୁରୁତର

14/07/2022 at 7:22 PM

ଆନନ୍ଦପୁର, ୧୪/୦୭: ରାମଚନ୍ଦ୍ରପୁର ଥାନା ଖଲଣା ଗାଁରେ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ସହିତ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଖଲଣା ଗାଁର ସୁନନ୍ଦ ସେଠି । ଏପରି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ।

   Related Posts