ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ; ଟସ୍ ଜିତି ଟିମ୍ ଇଣ୍ଡିଆର ବୋଲିଂ ନିଷ୍ପତ୍ତି

17/03/2023 at 1:08 PM

ମୁମ୍ବାଇ: ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ମ୍ୟାଚ୍ । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଟିମ୍ ଇଣ୍ଡିଆ ।  ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡ଼ିୟମରେ ଖେଳାଯିବ ଏହି ମ୍ୟାଚ । ପ୍ରଥମ ବୋଲିଂ କରି ଅଷ୍ଟ୍ରେଲିଆ ଟିମକୁ ଅଟକାଇବାକୁ ପ୍ରୟାସ କରିବ ଟିମ୍ ଇଣ୍ଡିଆ । ସେପଟେ ବଡ଼ ସ୍କୋର ଲକ୍ଷ୍ୟ ରହିଛି କଙ୍ଗାରୁ ଦଳ । ସେପଟେ ପ୍ରଥମ ମ୍ୟାଚ ଜିତି ଭ୍ରମଣକାରୀ ଦଳକୁ ପ୍ରାରମ୍ଭରୁ ବ୍ୟାକ୍ ଫୁଟକୁ ଠେଲିଦେବାକୁ ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ ।

ଭାରତର ଚୂଡ଼ାନ୍ତ ଏକାଦଶ

ହାର୍ଦ୍ଦିକ ପାଣ୍ଡ୍ୟା(ଅଧିନାୟକ), ଶୁଭମନ ଗିଲ୍‌, ଇଶାନ କିଷନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, କେ ଏଲ ରାହୁଲ, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ ସର୍ଦୁଲ ଠାକୁର, ମହମ୍ମଦ ସିରାଜ, ମହମ୍ମଦ ସାମି

ଅଷ୍ଟ୍ରେଲିଆ ଚୂଡ଼ାନ୍ତ ଏକାଦଶ

ଷ୍ଟିଭେନ  ସ୍ମିଥ୍‌(ଅଧିନାୟକ), ଟ୍ରେଭିସ ହେଡ୍‌, ମିଚେଲ ମାର୍ସ , ମାର୍ନସ ଲାବୁସାନ, ମାର୍କସ ଷ୍ଟଇନିସ, ଗ୍ଲେନ ମ୍ୟାକ୍ସୱେଲ୍‌, ଜୋସ୍ ଇଂଗ୍ଲିସ, କାମେରନ ଗ୍ରୀନ, ମିଚେଲ ଷ୍ଟାର୍କ, ଆଡାମ ଜାମ୍ପା, ସେନ୍ ଆବୋଟ୍   

 

   Related Posts