ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ

26/09/2021 at 10:18 AM

ଭୁବନେଶ୍ୱର ୨୬।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୮୫ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ରହିଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୪୩୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୦୧୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୭୨୬୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts