ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଡକାୟତି ଯୋଜନା ପଣ୍ଡ, ୫ଜଣଙ୍କୁ ବାନ୍ଧିଲା ପୋଲିସ

5/02/2023 at 1:27 PM

ଚଣ୍ଡିଖୋଲ ୦୫।୦୨ : ଡକାୟତି ଯୋଜନା ପଣ୍ଡ । ଲୁଟ୍‌ ଯୋଜନାରେ ସଂପୃକ୍ତ ଥିବା ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଯାଜପୁର ଜିଲ୍ଲା ବୈରୀ ପୋଲିସ । ଗିରଫ ଅଭିଯୁକ୍ତ ମାନେ ଯାଜପୁର, କଟକ, କେନ୍ଦ୍ରାପଡ଼ା  ଜିଲ୍ଲାର ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଛତିଆ ସ୍ଥିତ ଏକ ପେଟ୍ରୋଲ ପମ୍ପରୁ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ କୌଣସି ସୁତ୍ରରୁ ଖବର ପାଇ ଚଢାଉ କରିଥିଲା । ଯାଜପୁର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବୈରୀ ପୋଲିସ ଚଢାଉରେ ୫ଜଣଙ୍କ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ନିକଟରୁ ଦୁଇଟି ଦେଶୀ ବନ୍ଧୁକ, ଗୁଳି, ମୋବାଇଲ ସହ ବିଭିନ୍ନ ମାରଣାସ୍ତ୍ର ଜବତ କରିଛି ପୋଲିସ । ଏନେଇ ଏକ ସାମ୍ବାଦିକ ସମିଳନୀ ରେ ସୂଚନା ଦେଇଛନ୍ତି ଯାଜପୁର ଏସ୍‌ଡିପିଓ ସଞ୍ଜୟ ପଟ୍ଟନାୟକ ।

ତେବେ ଗିରଫ ଅଭିଯୁକ୍ତ ମାନଙ୍କ ର ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା ବେଳେ ଏହି ଘଟଣା ରେ ଆଉ କାହାର ସମ୍ପୃକ୍ତି ଅଛି  । ସେନେଇ ପୋଲିସ ଘଟଣାରେ  ଅଧିକ ତଦନ୍ତ ଚଳାଇଛି ।

   Related Posts