ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଅଟୋ, ୫ ଗୁରୁତର ମେଡିକାଲରେ ଭର୍ତ୍ତି

14/03/2023 at 12:49 PM

ଭଦ୍ରକ ୧୪।୩: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଅଟୋ । ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ତୁଳସୀପୁର ଛକ ନିକଟରେ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା ଦଶରଥପୁର ଅଞ୍ଚଳରୁ ଏକ ଅଟୋ ସାହାଯ୍ୟରେ କିଛି ଲୋକ ଭଦ୍ରକ ଅଭିମୁଖେ ଆସୁଥିବା ବେଳେ ତୁଳସୀପୁର ଛକ ନିକଟରେ ଅଟୋଟି ଓଲଟି ପଡିଥିଲା । ଫଳରେ ଡ୍ରାଇଭର ସମେତ ୫ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

   Related Posts