oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଓଲଟିଲା ମନ୍ତ୍ରୀ ଜଗନ୍ନାଥ ସାର୍‌କାଙ୍କ ପାଇଲଟିଂ ଗାଡ଼ି, ୫ ଆହତ

17/10/2021 at 1:22 PM

ମୋହନା ୧୭।୧୦: ଓଲଟିଲା ମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ି । ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଭୁବନେଶ୍ୱରରୁ ରାୟଗଡା ଫେରୁଥିଲେ ମନ୍ତ୍ରୀ ଜଗନ୍ନାଥ ସାର୍‌କା । ହେଲେ ଗଜପତି ଅଡ଼ବା ଥାନା ଉଲିଆପଦା ଗାଁ ନିକଟରେ ମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ି ଓଲଟିପଡିଲା । ଭାରସାମ୍ୟ ହରାଇ ଗାଡ଼ିଟି ଓଲଟିପଡିବାରୁ ୫ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି ।

   Related Posts