oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ବୀଭତ୍ସ ଗଣ ହତ୍ୟାକାଣ୍ଡ, ଗୋଟିଏ ପରିବାରର ୫ଜଣଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା

23/04/2022 at 11:01 AM

ପ୍ରୟାଗରାଜ ୨୩।୪: ଉତ୍ତରପ୍ରଦେଶ ପ୍ରୟାଗରାଜରେ ଘଟିଛି ଅଭାବନୀୟ ଘଟଣା । ପ୍ରୟାଗରାଜ ଗଙ୍ଗାପାର ଅଞ୍ଚଳରେ ପୁଣି ଥରେ ଗଣ ହତ୍ୟାକାଣ୍ଡ ଘଟିଛି । ଗୋଟିଏ ପରିବାରର ୫ଜଣଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଛି । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ପ୍ରୟାଗରାଜ ଥରଭଇ ଥାନା ଅଞ୍ଚଳର ଖେଭରାଜପୁର ଗାଁରେ ଏଭଳି ହତ୍ୟା ଘଟଣା ଘଟିଛି । ଏପର୍ଯ୍ୟନ୍ତ ହତ୍ୟାକାରଣ ସ୍ପଷ୍ଟ ଜଣାପଡିନାହିଁ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ମୃତକମାନେ ହେଲେ ୫୫ବର୍ଷ ବୟସ୍କ ରାମକୁମାର ଯାଦବ, ପତ୍ନୀ ୫୨ ବର୍ଷ ବୟସ୍କା କୁସୁମ ଦେବୀ, ଝିଅ ୨୫ ବର୍ଷ ବୟସ୍କା ମନୀଷା, ବୋହୂ ୨୭ ବର୍ଷ ବୟସ୍କା ସବିତା, ନାତୁଣୀ ୨ ବର୍ଷର ମୀନାକ୍ଷି ।

ଗତ ୧୬ ତାରିଖରେ ପ୍ରୟାଗରାଜ ଜିଲ୍ଲା ଗଙ୍ଗାପାର ନବାବଗଞ୍ଜ ଥାନା ଖାଗଲପୁର ଗାଁରେ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।

   Related Posts