oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଅଗ୍ନିକାଣ୍ଡରେ ଜଳିଗଲା ୫ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

24/12/2021 at 11:28 AM

ଭଦ୍ରକ ୨୪।୧୨: ଅଗ୍ନିକାଣ୍ଡରେ ଜଳିଗଲା ୫ଟି ଦୋକାନ ଗୃହ । ଲକ୍ଷାଧିକ ଟଙ୍କାର ସରଞ୍ଜାମ ପୋଡି ପାଉଁଶ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ମାଳଦା ବଜାର ସ୍ଥିତ ଜଗନ୍ନାଥ ବଜାରରେ ବିଳମ୍ବିତ ରାତିରେ ଏଭଳି ଅଗ୍ନିକାଣ୍ଡ ଘଟିଛି । ଲାଗି ଲାଗି ହୋଇ ରହିଥିବାରୁ ଗୋଟିଏ ଦୋକାନରୁ ନିଆଁ ଅନ୍ୟ ଦୋକାନକୁ ବ୍ୟାପିଯାଇଥିଲା ।

ଫଳ ଦୋକାନ, ସାଇକେଲ ଦୋକାନ, ସାର ଦୋକାନ, ପାନ ଦୋକାନ ସହ ଜଳଖିଆ ଦୋକାନରେ ନିଆଁ ଲାଗିଯାଇଥିଲା । ଦୋକାନ ଭିତରେ ଗଛିତ ଥିବା ଲକ୍ଷାଧିକ ଟଙ୍କାର ସରଞ୍ଜାମ ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିଥିବା ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହା ଅସ୍ପଷ୍ଟ ରହିଛି । ଦୋକାନ କରି ପରିବାର ଗୁଜୁରାଣ ମେଣ୍ଟାଉଥିବା ଦୋକାନୀମାନେ ଏବେ ଦୁଃଖରେ ଭାଙ୍ଗି ପଡିଛନ୍ତି ।

   Related Posts