oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଓଲଟିଲା ସ୍କୁଲ ଅଟୋ, ୫ ଛାତ୍ରଛାତ୍ରୀ ଗୁରୁତର

29/08/2019 at 11:33 AM

ଭୁବନେଶ୍ବର ୨୯।୮: ରାଜଧାନୀରେ ଓଲଟିଲା ସ୍କୁଲ ଅଟୋ । ଭୁବନେଶ୍ବର ଟଙ୍କପାଣି ରୋଡ୍ ରେ ସ୍କୁଲ୍ ଅଟୋ ଓଲଟିପଡିଛି । ଦୁର୍ଘଟଣାରେ ୫ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତର ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତ ଗୁରୁତର ଛାତ୍ରଛାତ୍ରୀ ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବୋଲି ଜଣାପଡିଛି । ତେବେ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ହୋଇଥିବା କୁହାଯାଉଛି ।

   Related Posts