Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ।। ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।। ରବିବାର ପୂର୍ବାହ୍ନରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ହୋଇଥିଲା ଗୁଳିମାଡ।। ଏସଆଇଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନବ ଦାସ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଗମ୍ଭୀର, ବ୍ୟାପକ ଅଞ୍ଚଳ ଏବେବି ଜଳମଗ୍ନ

24/08/2022 at 8:23 AM

ଭୁବନେଶ୍ୱର ୨୪/୦୮: ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି । ଉବୁଟୁବୁ ବାଲେଶ୍ୱର । ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ବ୍ଳକରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଏହି ୪ଟି ବ୍ଳକ୍ ସହିତ ବାଲେଶ୍ବର ସଦର ଓ ରେମୁଣା ବ୍ଳକର ବିଭିନ୍ନ ଗାଁ ଏବେବି ପାଣି ଘେରରେ ରହିଛି ।

ସେପଟେ ସୁବର୍ଣ୍ଣରେଖା ନଦୀ ଏବେ ବିପଦ ସଂକେତ ତଳେ ପ୍ରଭାବିତ ହେଉଛି । ରାଜଘାଟ ଠାରେ ସୁବର୍ଣ୍ଣରେଖାର ବିପଦ ସଂକେତ ୧୦.୩୬ମିଟର ଥିବାବେଳେ ଏବେ ୮ଦଶମିକ ୭୬ ମିଟରରେ ପ୍ରଭାବିତ ହେଉଛି ବନ୍ୟାଜଳ । ଘୁର୍ଣ୍ଣିବଳୟ ପ୍ରଭାବରେ ପୁଣି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।

   Related Posts