AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ରାସ୍ତା ଉପରେ ୩ ଫୁଟର ବନ୍ୟାଜଳ, ସୀମାନ୍ତ ରାଜ୍ୟ ସହ ଯୋଗାଯୋଗ ବିଚ୍ଛିନ୍ନ

12/09/2022 at 2:56 PM

ମାଲକାନଗିରି ୧୨।୦୯: ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ମୋଟୁ ଅଞ୍ଚଳରେ ବନ୍ୟା ପରିସ୍ଥିତି । ଅଞ୍ଚଳର ବିଭିନ୍ନ ରାସ୍ତାରେ ବନ୍ୟା ପାଣି ପ୍ରବାହିତ ହୋଇଛି । ଯାହାଫଳରେ ଯୋଗାଯୋଗ ବିଛିନ୍ନ ହୋଇଛି । ରାସ୍ତାର ଉଭୟ ପଟେ ଅଟକି ରହିଛି ଅନେକ ଗାଡି ।

ଖବର ଅନୁଯାୟୀ, ସିଲେରୁ ଓ ସାବେରୀ ନଦୀରେ ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମୋଟୁ ଓ ଆନ୍ଧ୍ର ସୀମାନ୍ତରେ ଥିବା କାଲେରୁ ଗାଁ ନିକଟ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଏବେ ୩ ଫୁଟ ଉଚ୍ଚତାରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ମାଲକାନଗିରି ଜିଲ୍ଲାର ମୋଟୁ ସହ ଆନ୍ଧ୍ର, ତେଲେଙ୍ଗାନା ଓ ଛତିଶଗଡ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି। ମୋଟୁ ସୀମାନ୍ତରେ ଅନେକ ଯାନ ବାହାନ ଅଟକି ରହିଛି । ପରିସ୍ଥିତି ଉପରେ ନଜର ରଖିବା ଲାଗି ବିଡିଓ ଓ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ ।

   Related Posts