କଟକ ୧୧।୨: କଟକ ମଙ୍ଗଳାବାଗ ମେଡିକାଲ ରୋଡ୍‌ରେ ରାସ୍ତା କଡ଼ରେ ଥିବା ବିଭିନ୍ନ ହୋଟେଲ ଗୁଡ଼ିକରେ ଚଢ଼ାଉ କରାଯାଇଛି । କଟକ ମହାନଗର ନିଗମର ଫୁଡ୍ ସେଫ୍ଟି ଟିମ୍ ଅଚାନକ ଚଢ଼ାଉ କରିଛି । ଏହି ଚଢ଼ାଉ ବେଳେ ଦୁଇଟି ହୋଟେଲ୍ ସିଲ୍ ହୋଇଛି । ଅସ୍ୱାସ୍ଥ୍ୟକର ପରିବେଶରେ ଖାଦ୍ୟ ପ୍ରସ୍ତୁତ କରୁଥିବା ଦୁଇଟି ହୋଟେଲକୁ ସିଲ୍ କରାଯାଇଛି ।

ଏ ଖବର ବି ପଢ଼ନ୍ତୁ:- ସାମ୍ନାକୁ ଆସିଲା ସିସିଟିଭି… ରକ୍ତ ଜୁଡୁବୁଡୁ ହୋଇ ଜୀବନ ବିକଳରେ ଦୌଡୁଛନ୍ତି ସତ୍ୟବ୍ରତ