ଶନିବାର ସଂଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

NEWS7
foreign-players-may-leave-psl-in-the-middle-of-the-season-pcb-in-big-trouble-due-to-indias-attack--

ଭୁବନେଶ୍ୱର ୧୪।୦୨ : ଶନିବାର ସଂଧ୍ୟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ । ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବକୁ ଆଜି ମୋହର ମାରିବ ମନ୍ତ୍ରୀ ପରିଷଦ । ୨୦୨୬-୨୭ ଆର୍ଥିକ ବର୍ଷ ବଜେଟ ଚିଠା ପ୍ରସ୍ତାବକୁ ଏହି ବୈଠକରେ ମିଳିବ ଅନୁମୋଦନ । ସେହିପରି ଶନିବାର ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ଏହି କ୍ୟାବିନେଟ ବୈଠକ । ତେବେ ବସିବାକୁ ଥିବା କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।