oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ବେଆଇନ୍‌ ଭାବେ ଚାଲୁଥିଲା କାଠ କାମ, ଚଢ଼ାଉ କଲା ବନ ବିଭାଗ, ସାମଗ୍ରୀ ଜବତ ଓ କାରିଗର ଗିରଫ

15/08/2021 at 6:56 PM

କଣ୍ଟାବାଞ୍ଜି, ୧୫/୦୮: କଣ୍ଟାବାଞ୍ଜି ବନ ବିଭାଗ ପକ୍ଷରୁ ରବିବାର ଡୁମେରଚୁଆ ଗାଁରେ ଜଣକ ଘରେ ଚଢ଼ାଉ କରିଥିବା ଜଣାପଡ଼ିଛି । ବେଆଇନ ଭାବେ କାଠ କାମ ଚାଲୁଥିବା ଅଭିଯୋଗରେ ଏହି ଚଢାଉ କରାଯାଇଥିଲା । ଚଢାଉ ସମୟରେ କାଠ ବ୍ୟବସାୟୀ ଫେରାର ହୋଇଯାଇଥିବା ବେଳେ କାଠ ସାମଗ୍ରୀ ଏବଂ କାଠ କାମରେ ବ୍ୟବହୃତ ହେଉଥିବା ଯନ୍ତ୍ର ସହ ବନ ବିଭାଗ କାଠ ମିସ୍ତ୍ରୀକୁ ଗିରଫ କରିବାରେ ସଫଳ ହୋଇଛି ।

କଣ୍ଟାବାଞ୍ଜି ବନ ବିଭାଗ ରେଞ୍ଜର ଶ୍ରଦ୍ଧାଦେବ ବଡମାଲିଆଙ୍କ ନେତୃତ୍ୱରେ ଏହି ଚଢାଉ ହୋଇଥିବା ବେଳେ ଫରେଷ୍ଟର ସହ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ଆଗକୁ ମଧ୍ୟ ଏଭଳି ବେଆଇନ କାଠ କାମ କରୁଥିବା କାରିଗରଙ୍କ ଉପରେ ଚଢାଉ କରାଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି ।

   Related Posts