Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ସମ୍ବଲପୁର ବିଶ୍ବବିଦ୍ୟାଳୟ ନିକଟ ଜଙ୍ଗଲରେ ଲାଗିଲା ନିଆଁ, ଆୟତ୍ତ ପାଇଁ ଉଦ୍ୟମ ଜାରି

14/03/2023 at 5:03 PM

ସମ୍ବଲପୁର ୧୪।୩: ସମ୍ବଲପୁର ବିଶ୍ବବିଦ୍ୟାଳୟ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଲାଗିଲା ନିଆଁ । ବୁର୍ଲା ସହରରେ ଥିବା ସମ୍ବଲପୁର ବିଶ୍ବବିଦ୍ୟାଳୟ ପଛ ପଟେ ଥିବା ପାହାଡରେ ନିଆଁ ଲାଗି ବ୍ୟାପିବାରେ ଲାଗିଛି । ଫଳରେ ନିଆଁ ବ୍ୟାପି ରାସ୍ତା କଡକୁ ମାଡି ଆସିଲାଣି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି । ନିଆଁ ଲାଗିବାର କାରଣ ଜଣାପଡିନଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି । ତେବେ ବୁର୍ଲା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ତ୍ବରାନ୍ବିତ କରୁଛନ୍ତି । 

   Related Posts