ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ
12/12/2022 at 5:06 PM

ଭୁବନେଶ୍ଵର: ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ। ଭୁବନେଶ୍ଵରରେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଯାଜପୁରରୁ ବିଜେଡି ଟିକେଟ୍ରେ ୨ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ମୋହନ ଜେନା। ପରେ ୨୦୧୯ରେ ବିଜେପିରେ ମିଶିଥିଲେ। ସେ ୨୦୦୪ ଏବଂ ୨୦୦୯ ଲୋକସଭା ନିର୍ବାଚନରେ ଯାଜପୁର ସଂସଦୀୟ କ୍ଷେତ୍ରରୁ କ୍ରମାଗତ ବିଜୟ ହାସଲ କରିଥିଲେ।
Related Posts
ସ୍କୁଟିରୁ ହରିଣ ମାଂସ ଜବତ, ଜଣେ ଗିରଫ
5 February 2023
କିନ୍ନରମାନେ କରନ୍ତି ବହୁଚରା ମାତାଙ୍କ ପୂଜା, କାହିଁକି କରାଯାଏ ଏହି ପୂଜା ?
5 February 2023
ରାଉରକେଲା ଡବଲ ମର୍ଡର ଘଟଣା, ତିନି ଜଣଙ୍କୁ ଅଟକ ରଖିଛି ପୋଲିସ
5 February 2023