AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ପରଭେଜ୍ ମୁଶାରଫ୍, ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ଦେହାନ୍ତ
  • ||
  • ବ୍ରହ୍ମପୁର : ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା, ୨୪୦ କିଲୋ ଗଞ୍ଜେଇ ଜବତ
  • ||

ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ

12/12/2022 at 5:06 PM

ଭୁବନେଶ୍ଵର: ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ। ଭୁବନେଶ୍ଵରରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଯାଜପୁରରୁ ବିଜେଡି ଟିକେଟ୍‌ରେ ୨ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ମୋହନ ଜେନା। ପରେ ୨୦୧୯ରେ ବିଜେପିରେ ମିଶିଥିଲେ। ସେ ୨୦୦୪ ଏବଂ ୨୦୦୯ ଲୋକସଭା ନିର୍ବାଚନରେ ଯାଜପୁର ସଂସଦୀୟ କ୍ଷେତ୍ରରୁ କ୍ରମାଗତ ବିଜୟ ହାସଲ କରିଥିଲେ।

   Related Posts