ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର, ଆୟ ବହିର୍ଭୁତ ସମ୍ପତ୍ତି ଠୂଳ ଅଭିଯୋଗରେ ରେଡ୍

ଭୁବନେଶ୍ୱର ୧୪/୦୯: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀଙ୍କ ଆୟ ବହିର୍ଭୁତ ସମ୍ପତ୍ତି ଯାଞ୍ଚ।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଗଞ୍ଜାମ ବୁଗୁଡାର ପୂର୍ବତନ ତହସିଲଦାର ଥିଲେ ସଂଗ୍ରାମ। ଏକକାଳୀନ ଚାରୋଟି ସ୍ଥାନରେ ଚାଲିଛି ମାରାଥନ ଚଢ଼ାଉ। ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୩ ଡ଼ିଏସପି, ୧୦ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ … Continue reading ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର, ଆୟ ବହିର୍ଭୁତ ସମ୍ପତ୍ତି ଠୂଳ ଅଭିଯୋଗରେ ରେଡ୍