oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

22/09/2021 at 9:34 AM

ଭୁବନେଶ୍ୱର ୨୨।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭୩୪ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୯୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୮୨୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୪୪୫୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts