vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

14/09/2021 at 9:47 AM

ଭୁବନେଶ୍ୱର ୧୩।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୨୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ଏବେ ସୁଦ୍ଧା ରାଜ୍ୟରେ ୧୮୯୫୩୧୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts