oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ, ମାଉଜର ସହ ମାରଣାସ୍ତ୍ର ଜବତ

31/05/2021 at 6:20 PM

ସାନଖେମୁଣ୍ଡି ୩୧।୫: ଗଞ୍ଜାମ ଜିଲ୍ଲା ଆସିକା ପୋଲିସ ଦ୍ବାରା ଚାରି ଜଣ ଯୁବକ ଗିରଫ । ଗିରଫ ଯୁବକମାନଙ୍କ ଠାରୁ ମାଉଜର, ଖଣ୍ଡା, କାତି, ବୋମା ଓ ଦୁଇଟି ମୋଟରସାଇକେଲ ଜବତ ହୋଇଛି ।

ଉଲ୍ଲେଖଯୋଗ୍ୟ ଯେ, ଦାଶନାପଲି ବିଶ୍ରାମଗାରରେ ଡକାୟତି ପାଇଁ ଯୋଜନା କରିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି । ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଫେରାର ହୋଇଯାଇଥିବା ସୂଚନା ଦେଇଛନ୍ତି ଆସିକା ଏସଡିପିଓ ଉମା ଶଙ୍କର ସିଂ ।

   Related Posts