ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆନନ୍ଦପୁର : ବାଇକକୁ ପଛପଟୁ ପିଟିଲା କାର୍‌, ଦୁଗ୍ଧ ବିକ୍ରି କରିବାକୁ ବାହାରିଥିଲେ ରବିନ୍ଦ୍ର
  • ||
  • ଓସ୍କାର ବିଜେତା ଗାୟିକା ଆଇରିନ କାରାଙ୍କ ଦେହାନ୍ତ, ୬୩ ବର୍ଷରେ ଦୁନିଆକୁ କହିଲେ ଅଲବିଦା
  • ||
  • IND vs NZ : ବର୍ଷାରେ ଧୋଇଗଲା ମ୍ୟାଚ୍, ୨ ଦିନିକିଆ ବାତିଲ
  • ||

ଅଗ୍ନିକାଣ୍ଡରେ ଜଳିଗଲା ୪ବଖରା, ଆସବାବପତ୍ର ପୋଡି ପାଉଁଶ

29/10/2019 at 9:04 AM

କୃଷ୍ଣପ୍ରସାଦ ୨୯।୧୦: ଅଗ୍ନିକାଣ୍ଡରେ ଜଳିଗଲା ୪ବଖରା ଘର । ଗତକାଲି ବିଳମ୍ବିତ ରାତିରେ ପୁରୀ ଜିଲ୍ଲା ନନ୍ଦଳା ଗାଁରେ ଭୟାବହ ଅଗ୍ନିକାଣ୍ଡ ହୋଇଥିଲା ।

ଅଗ୍ନିକାଣ୍ଡ ଫଳରେ ଶରତ ଚନ୍ଦ୍ର ସ୍ବାଇଁଙ୍କ ୪ ବଖରା ଘର ଜଳିଯାଇଛି । ଦୁଇଟି ବଳଦ ମଧ୍ୟ ଗୁରୁତର ହୋଇଛନ୍ତି । ଘରେ ଥିବା ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ମାଲୁଦ ଅଗ୍ନିଶମ ବିଭାଗ ପହଁଚି ନିଆଁକୁ ଆୟତ କରିଥିଲା । ବିଦ୍ୟୁତ୍ ସର୍ଟ ସର୍କିଟ୍ ରୁ ନିଆଁ ଲାଗିଥିବା ଜଣା ପଡ଼ିଛି ।

   Related Posts