scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀ ଗିରଫ : ହରିଣ ମାଂସ ସହ ୩ଟି ବନ୍ଧୁକ ଜବତ

10/06/2022 at 10:16 AM

କରଞ୍ଜିଆ ୧୦।୬: ଶିମିଳିପାଳ ଅଭୟାରଣ୍ୟରୁ ୪ ବନ୍ୟଜନ୍ତୁ ଶିକାରୀ  ଗିରଫ । ଗୁରୁବାର ରାତିରେ ବନବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୪ ଜଣ ଶିକାରୀଙ୍କୁ ଗିରଫ କରିଥିଲା । ଶିକାରୀଙ୍କ ନିକଟରୁ ୧୨ କେଜି ହରିଣ ମାଂସ, ୩ଟି ବନ୍ଧୁକ ସହିତ ଗୋଟିଏ ବାଇକ୍ ଜବତ କରିଛି ବନ ବିଭାଗ ।

ଉତ୍ତର ଶିମିଳିପାଳ ବନ୍ୟପ୍ରାଣୀ ବନଖଣ୍ଡ କେନ୍ଦୁମୁଣ୍ଡି ରେଞ୍ଜ ଅଧୀନରେ ଥିବା ଡବ୍ଲୁଡି ୮ ଏବଂ ଡବ୍ଲୁଡି ୧୦ରୁ ଏମାନଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତମାନେ ହେଲେ କରଞ୍ଜିଆ ବ୍ଲକ୍ ପାହାଡପୁର, ରାମଯୋଡ଼ି ଓ ବୁରୁଡ଼ିହି ଗାଁର ବାସୁଦେବ ନାୟକ, ସୁଦର୍ଶନ ନାୟକ, ଚକ୍ରଧର ଗାଗରାଇ ଓ କେରସେ ସିଂ ଖୁଣ୍ଟିଆ । ଏମାନଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯିବ ବୋଲି ବନ ବିଭାଗ ସୂଚନା ଦେଇଛି ।

   Related Posts