ଖୋଲିଲା ଆଉ ୪ଟି ଗେଟ୍, ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର ୧୪।୯: ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା । ୪ଟି ଗେଟ୍ ଖୋଲିବା ଫଳରେ ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଗୁରୁବାର ସକାଳେ ହୀରାକୁଦ ଜଳଭଣ୍ଡାରର ୮ଟି ଗେଟ୍ ଖୋଲିଥିଲା । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢ଼ୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ତେବେ ବନ୍ୟା ଆଶଙ୍କା ନଥିବା ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର … Continue reading ଖୋଲିଲା ଆଉ ୪ଟି ଗେଟ୍, ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି