AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର୨: CFSLର ସହାୟତାରେ ASI ଗୋପାଳ ଦାସଙ୍କ ହେବ ଭଏସ ଟେଷ୍ଟ
  • ||
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

ଡକାୟତି ଯୋଜନା ପଣ୍ଡ; ୨ ଦୁର୍ଦ୍ଦାନ୍ତ ଅପରାଧି ସହିତ ୫ ଡକାୟତ ଗିରଫ

11/09/2022 at 6:10 PM

ଭୁବନେଶ୍ୱର ୧୧/୦୯: ଜଣିଆ ଡ଼କାୟତି ଗ୍ୟାଙ୍ଗକୁ ଗିରଫ ପାହାଳ ପୋଲିସ କରିଛି। ଶନିବାର ରାତିରେ ଏହି ଡକାୟତମାନଙ୍କୁ ପୋଲିସ୍ ଗିରଫ କରିଛି। ଡକାୟତି ଯୋଜନା କଲାବେଳେ ପୋଲିସ ସେମାନଙ୍କୁ କାବୁ କରିଛି। ସେହି ପାଞ୍ଚ ଜଣଙ୍କ ମଧ୍ୟରୁ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧି  ଅଛନ୍ତି। ସେମାନଙ୍କ ନାଁରେ ଏକାଧିକ ମାମଲା ରହିଛି।

ଅଭିଯୁକ୍ତଙ୍କ ପାଖରୁ ଗୋଟିଏ ଖେଳଣା ବନ୍ଧୁକ, ଛୁରୀ, ୨ଟି ବାଇକ ଓ ନିଶାଦ୍ରବ୍ୟ ଜବତ କରାଯାଇଛି। ପାହାଳ ଥାନା ଅଟଳା କେନାଲ ବ୍ରିଜ ପାଖରେ ଅଭିଯୁକ୍ତମାନେ ଡକାୟତି ଯୋଜନା କରୁଥିଲେ। ଏହି ସମୟରେ ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଚଢ଼ଉ କରିଥଲା। ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ୪ ନମ୍ୱର ଜୋନ ଏସିପି ଏସ ଏନ୍ ମୁଦୁଲି ବୋଲି କହିଛନ୍ତି।

   Related Posts