ଶୁକ୍ରବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 27, 2020 IST

ମେଷ – ଆଜି ଅଷ୍ଟମ ଚନ୍ଦ୍ର ଯୋଗୁ ଅର୍ଥ ପାଇଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ । ବନ୍ଧୁମାନଙ୍କ ସାହାର୍ଯ୍ୟରୁ କାମ ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ – ରାଶ୍ୟାଧିପ ଶୁକ୍ରଙ୍କ ସହ କର୍ମାଧିପତିଙ୍କ ଷଡାଷ୍ଟକ ସ୍ଥିତି କାରଣରୁ କର୍ମକ୍ଷେତ୍ରରେ ବାରମ୍ବାର ପ୍ରତିବନ୍ଧକ ଜନିତ କାମ ଅଟକି ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଧୈର୍ଯ୍ୟର ଅଭାବ ଓ ଟିକିଏ ଟିକିଏ କଥାରେ ରାଗିଯିବା କାରଣରୁ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ । ଆଜି ବନ୍ଧୁମାନଙ୍କ ସହ ପ୍ରଭାତୁ ସୁଖ ଭ୍ରମଣ ଯୋଗ ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ପରିବାରରେ ମିଥ୍ୟାଳାପ ହେତୁ ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କଳହ ସୃଷ୍ଟି ହୋଇପାରେ । ଆଜି ବନ୍ଧୁମାନଙ୍କ ସହ ପ୍ରଭାତରୁ ସୁଖ ଭ୍ରମଣ ଯୋଗ ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଆଜି କଠୋର ପରିଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ମାନସିକ ଅଶାନ୍ତି ଥିଲେ ମଧ୍ୟ ଅତି ପରିଚିତ ଓ ବିଶ୍ୱସ୍ତ ବନ୍ଧୁଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା – ଆବଶ୍ୟକତାକୁ ପୂରଣ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସାମାନ୍ୟ ବିଳମ୍ବରେ ହେଲେ ମଧ୍ୟ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିବାରେ ସଫଳତା ହାସଲ କରିବେ । ବିବାଦୀୟ ପରିସ୍ଥିତିରେ ମଧ୍ୟ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବା କାରଣରୁ ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଆଜି ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ସହାୟତା ଲାଭ କରିବେ । ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାରେ ଈର୍ଷାନ୍ୱିତ ନିକ ଲୋକମାନେ ଦାଉ ସାଧିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ଗତକାଲି ଠାରୁ ସ୍ଥଗିତ କାମକୁ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ପାରିବାରିକ କ୍ଷେତ୍ରରେ ଯେଉଁଥି ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ - ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ହେତୁ ଶତଭିକ୍ଷା ନକ୍ଷତ୍ର ଏକ ପ୍ରକାର ଖୁସୀ ଅନୁଭବ କରିବେ । ବ୍ୟବସାୟରେ ସମସ୍ୟା ଜାଲରେ ଛନ୍ଦି ହେବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ - କର୍ମକ୍ଷେତ୍ରରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ । ନିଜେ ରହୁଥିବା ପରିସରରେ ଅର୍ଥ ଓ ସମ୍ମାନ, ସଦିଚ୍ଛାର ଅଭାବ ରହିବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.