ଶୁକ୍ରବାର ରାଶିଫଳ: ଜାଣନ୍ତୁ କେମିତି କଟିବ କାଲିର ଦିନ

Published By : Prameya-News7 Bureau | August 26, 2021 IST

ମେଷ–ବନ୍ଧୁମେଳରେ ରହିବା ସୁଖ ଦାୟକ ହେବ । ଶ୍ରମ ସାର୍ଥକ ହେବ । ଆସ୍ତିକ ଚରିତ୍ରର ହୋଇପାରନ୍ତି । ଥଣ୍ଡା-କଫଜନିତସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି ।ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ପରକୁ ଆପଣାର କରିବେ ।

ବୃଷ–ଧର୍ମ-କର୍ମ ସଂପାଦନ କରିପାରନ୍ତି । ମୌନାବତାରେ କିଛି ସମୟ ରହିବେ ।ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନା ମମିଳିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ମିଥୁନ - ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ଉତ୍ତମ ବ୍ୟକ୍ତି ସମ୍ପନ୍ନ ହୋଇପାରନ୍ତି । ବୁଦ୍ଧି ପ୍ରୟୋଗ କରି କୃଷିକର୍ମ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ଚକ୍ଷୁ ପୀଡାହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧାର୍ମିକ ହେବେ ।

କର୍କଟ–କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ । ଆତ୍ମସନ୍ତୋଷ ଲାଭ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ସିଂହ –ମଧ୍ୟମ ଧରଣର ଶୁଭଫଳ ପ୍ରାପ୍ତ ହେବ । ଆଳସ୍ୟ ପରାୟଣ ହୋଇପାରନ୍ତି ।ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ । ଶୁଭରଙ୍ଗପିଙ୍କ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

କନ୍ୟା –ଶ୍ରୀଚନ୍ଦ୍ରଭୋଗ ହେତୁ ଆୟ ଆଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହେବେ । ଯୁଦ୍ଧ ବାମୋକଦ୍ଦମାରେ ବିଜୟୀ ହେବେ । ନୂଆ ବନ୍ଧୁ ଜୁଟିବେ । ଶୁଭରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୨ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

ତୁଳା–ଉପୁଜି ଥିବା ଅସୁବିଧା ଦୂରହେବ । ଅଧିକବ୍ୟୟର ସମ୍ମୁଖୀନ ହୋଇପାରନ୍ତି ।ଚଞ୍ଚଳସ୍ୱଭାବରହେତୁ ଅସୁବିଧାରେ ପଡିପାରନ୍ତି ।କୋମଳଭାଷାବ୍ୟବହାରକରି ପରକୁ ଆପଣାରକରିବେ ।ଶୁଭରଙ୍ଗକ୍ରୀମ୍‌ ।ଶୁଭ ଅଙ୍କ ୫ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତିବିଷୟରେଜ୍ଞାନ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା–କୌଣସି କାରଣରୁ ବିଷାଦିତ ହୋଇପାରନ୍ତି । ଅନୁତପ୍ତ ହୋଇପାରନ୍ତି ।ହଠାତ୍‌ କିଛି ଅର୍ଥ ପାଇ ଉତ୍‌ଫୁଲ୍ଲିତହେବେ । ପ୍ରକୃତିଗତ ଚଞ୍ଚଳତାର ପରିପ୍ରକାଶ ଘଟିବ ।ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ଚକ୍ଷୁ ପୀଡାହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ –ମନରେ ଦେଖା ଦେଇ ଥିବାଭ୍ରାନ୍ତ ଦୂରହେବ । ପରିଶ୍ରମର ମୂଲ୍ୟମିଳିବ । କୁଳ ଉଜ୍ଜ୍ୱଳକାରୀହେବେ । ବ୍ୟବସାୟ ଲାଭଜନ କହେବ । ଯଶସ୍ୱୀ ହେବେ । ସ୍ୱାସ୍ଥ୍ୟ ଅସୁସ୍ଥରହିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧାର୍ମିକ ହେବେ ।

ମକର–ସ୍ମରଣଶକ୍ତି ହାନି ଘଟିପାରେ । ମନରେ ଅହଂଭାବ ଜାଗ୍ରତ ହେବ ।ବ୍ୟବସାୟ ଲାଭଜନକ ହୋଇପାରେ । ମନରେ ଅହଂଭାବ ପ୍ରବେଶ କରିପାରେ । ଚିନ୍ତାଧାରା ଉନ୍ନତମାନର ହେବ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟକରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

କୁମ୍ଭ -ମନରେ ଭକ୍ତିଭାବ ଜାଗ୍ରତ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ପ୍ରତିହିଂସା ପରାୟଣ ହେବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - ଆୟ-ବ୍ୟୟ ସମାନ୍ତରାଳରେ ଗତିକରିବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.