oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଜାତିର ପିତାଙ୍କୁ ଅସମ୍ମାନ, ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

28/01/2022 at 4:20 PM

ମାର୍ଶାଘାଇ ୨୮/୦୧: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ପକ୍ଷ୍ୟଟ ନିମ୍ନ ମୌଳିକ ବିଦ୍ୟାଳୟ ପରିସରରେ ଥିବା ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କୁ ଅସମ୍ମାନ । ଅର୍ଥାତ୍ ଏଠାରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି କେହି ଦୃବୁତ୍ତ ଭାଙ୍ଗି ଦେଇଥିବାର ଅଭିଯୋଗ ହୋଇଛି । ସୂଚନା ଥାଉକି, ଦୁଇ ବର୍ଷ ହେବ ଏହି ସ୍କୁଲକୁ ବନ୍ଦ କରାଯାଇ ମଧୁସୂଦନ ବାଳକ ବିଦ୍ୟାଳୟରେ ମିଶାଇ ଦିଆଯାଇଛି । ଏହି ପରିସରରେ ଏବେ ଅଙ୍ଗନବାଡ଼ି କେନ୍ଦ୍ର ଚାଲୁଛି । ଯାହା ଫଳରେ ଗ୍ରାମବାସୀ ଏହି ଘଟଣାକୁ ଗୁରୁତ୍ୱ ଦେଇନଥିବାରୁ ଏପରି ଘଟିଥିବା ଅନୁମାନ କରାଯାଉଛି ।

   Related Posts