ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଭୁବନେଶ୍ୱରରେ ବିସିସିଆଇ ସଭାପତି, ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପରେ ଦେଖିବେ ମ୍ୟାଚ୍‌

12/06/2022 at 3:06 PM

ଭୁବନେଶ୍ୱର ୧୨।୦୬ : ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ୫ଟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଙ୍ଗୁଲି  । ଏହା ପରେ ବାରବାଟୀ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ଦେଖିବେ ।

ଖବର ଅନୁଯାୟୀ, ରବିବାର ଦିନ ବାରବାଟୀ କ୍ରିକେଟ୍‌ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ୍‌ ଖେଳାଯିବ । ଏଥିପାଇଁ ଉଭୟ ଦଳ ଆଉ କିଛି ସମୟ ମଧ୍ୟରେ ହୋଟେଲ୍‌ ମେ ଫେୟାରରୁ ବାହାରିବେ । ଆଜିର ଏହି ମ୍ୟାଚ୍‌ ଦେଖିବାକୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଭୁବନେଶ୍ୱରରେ ପହଞ୍ଚିଛନ୍ତି । କିଛି ସମୟ ମାନେ ସଂଧ୍ୟା ୫ଟାରେ ବିସିସିଆଇ ସଭାପତି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବେ । ପରେ ସଂଧ୍ୟା ସମୟରେ ବାରବାଟୀ ଷ୍ଟାଡିୟମକୁ ଯାଇ ମ୍ୟାଚ୍‌ ଦେଖିବେ ।

   Related Posts