ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ପୋଲିସକୁ ସଫଳତା, ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

7/02/2023 at 10:59 AM

ଲମତାପୁଟ ୦୭।୦୨ : ମାଛକୁଣ୍ଡ ପୋଲିସକୁ ପୁଣି ସଫଳତା । ପାଟ୍ରୋଲିଂ ବେଳେ ଧରାପଡିଲା ବିପୁଳ ପରିମାଣର ଗଞ୍ଜେଇ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

ଖବର ଅନୁଯାୟୀ, କଡ୍ରି ଗ୍ରାମ ନିକଟ ନଦୀ ନିକଟରୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିଲା । ଏହି ସମୟରେ କୌଣସି ସୁତ୍ରରୁ ଖବର ପାଇ ଚଢାଉ କରିଥିଲା ପୋଲିସ । ଅନ୍ଧାରର ସୁଯୋଗ ନେଇ ମାଫିଆମାନେ ଫେରାର ହୋଇଯାଇଥିବା ୮୦ କେଜି ଗଞ୍ଜେଇ ଜବତ ହୋଇଛି l ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୧୦ ଲକ୍ଷ ହେବ ବୋଲି ପୋଲିସ ସୂଚନା ଦେଇଛି l

   Related Posts