AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ପୂର୍ବଶତ୍ରୁତାକୁ ନେଇ ଯୁବକଙ୍କୁ ହତ୍ୟାକାଣ୍ଡ !

3/05/2020 at 10:30 AM

ସାନଖେମୁଣ୍ଡି ୦୩।୦୪: ଗଞ୍ଜାମ ଜିଲ୍ଲା ଶେରଗଡ ଥାନା ଗୋଠଙ୍ଗା ଗାଁ ନିକଟରେ ହତ୍ୟାକାଣ୍ଡ ।  ଜଣେ ଯୁବକଙ୍କ ହତ୍ୟା କରାଯାଇଛି । ପୂର୍ବଶତ୍ରୁତାକୁ ନେଇ ଯୁବକକୁ ହତ୍ୟାକାଣ୍ଡ କରାଯାଇଥିବା ସୂଚନା ମିଳିଛି । ମୃତକ ଅକୁର ନାହାକ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଗାଁ ନିକଟରେ ଆଜି ମୃତଦେହ ପଡିଥିବାର ସ୍ଥାନୀୟଲୋକ ଦେଖିବାକୁ ପାଇଥିଲେ । ସ୍ଥାନୀୟଲୋକେ ମୃତଦେହ ପଡିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts