AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବଦାସ ହତ୍ୟା ଘଟଣାରେ ଡିଜିଙ୍କ ପ୍ରେସମିଟ୍, କହିଲେ ତଦନ୍ତକୁ ଆହୁରି ଲାଗିବ ସମୟ
  • ||
  • ଭୁବନେଶ୍ୱର୨: CFSLର ସହାୟତାରେ ASI ଗୋପାଳ ଦାସଙ୍କ ହେବ ଭଏସ ଟେଷ୍ଟ
  • ||
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

ରୋଷେଇ ବେଳେ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ; ଅଳ୍ପକେ ବର୍ତ୍ତିରେ ପରିବାରଲୋକ

17/01/2019 at 3:01 PM

କଳାହାଣ୍ଡି ୧୭|୧: କଳାହାଣ୍ଡି କୋକସରା ଡହଗାଁରେ ଗ୍ୟାସ ଟାଙ୍କି ବିସ୍ଫୋରଣ ହୋଇଛି । ରୋଷେଇ ବେଳେ ଗ୍ୟାସ ଟାଙ୍କିରେ ନିଆଁ ଲାଗିଯିବାରୁ ମହେଶ୍ବର ଭରତିଆଙ୍କ ଘର ଭିତରେ ଥିବା  ଆସବାପତ୍ର ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ତେବେ ପରିବାର ସଦସ୍ୟ ଅଳ୍ପକେ ବର୍ତିଯ।ଇଛନ୍ତି । ମହେଶ୍ବର ଉଜ୍ଜଳା ଯୋଜନାରେ ରୋଷେଇ ଗ୍ୟାସ ପାଇଥିଲେ ।

   Related Posts