oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଦୁର୍ଘଟଣା ପରେ ଜଳିଗଲା ଗ୍ୟାସ୍ ଟ୍ୟାଙ୍କର

11/01/2020 at 11:02 AM

ଯାଜପୁର ୧୧।୧: ୧୬ ନମ୍ବର ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର । ଯାଜପୁର ବଡଚଣା ହାଟକରନ୍ଦା ଛକ ନିକଟରେ ଭାରସାମ୍ୟ ହରାଇ ଓଏଲପିଜି ଗ୍ୟାସ୍‌ ଟ୍ୟାଙ୍କରଟି ଓଲଟିପଡିଛି । ଦୁର୍ଘଟଣା ପରେ ଗ୍ୟାସ୍ ଟ୍ୟାଙ୍କରଟି ଜଳି ଯାଇଥିବା ଜଣାପଡିଛି ।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗ୍ୟାସ୍ ଲିକ୍‌ ବନ୍ଦ କରିବାକୁ ଉଦ୍ୟମ ଚଳାଇଛନ୍ତି । ଟ୍ୟାଙ୍କର ଡ୍ରାଇଭର ଆହତ ହୋଇଥିବା ବେଳେ ତାଙ୍କୁ ବଡ଼ଚଣା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

   Related Posts