ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ସୂର୍ଯ୍ୟପରାଗ ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ; ହେବ ସ୍ୱତନ୍ତ୍ର ନୀତିକାନ୍ତି  

24/10/2022 at 4:27 PM

ପୁରୀ ୨୪/୧୦: ସୋମବାର ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୭ରୁ ସକାଳ ୫ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ସୂର୍ଯ୍ୟପରାଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ବ୍ୟବସ୍ଥା ରହିଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

   Related Posts