ପୁରୀ ୨୪/୧୦: ସୋମବାର ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୭ରୁ ସକାଳ ୫ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ସୂର୍ଯ୍ୟପରାଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ବ୍ୟବସ୍ଥା ରହିଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୋହନ ମାଝୀ,...
![Mamata_mohan](https://api-news7.prameyanews7.com/prameya/document/compress/2/comp_2_175_1722072771347.webp)