AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ପ୍ରେମିକର ପ୍ରତାରଣା ସହିନପାରି ପ୍ରେମିକାର ଆତ୍ମହତ୍ୟା ଉଦ୍ୟମ

15/10/2018 at 11:41 AM

ଭଦ୍ରକ ୧୫/୧୦ : ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁରେ ଘଟିଛି ଅଘଟଣ | ଜଣେ ପ୍ରେମିକା ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି | ପ୍ରେମିକର ପ୍ରତାରଣା ସହିନପାରି ପ୍ରେମିକା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି |
ଗୁରୁତର ଯୁବତୀଙ୍କୁ ବାସୁଦେବପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି |

   Related Posts