ଲୋକଲଜ୍ଜା ସହିନପାରି ଦୁଷ୍କର୍ମ ପୀଡିତାଙ୍କ ଆତ୍ମହତ୍ୟା
13/06/2018 at 9:52 AM

ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ସୁବୁଧିପାଟଣା ଗାଁରେ ପଡିଶା ଘର ଯୁବକଙ୍କ ଦ୍ୱାରା ଅସଦାଚରଣର ଶିକାର ହୋଇଥିବା ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି | ଅଭିଯୁକ୍ତକୁ ଫାଶୀ ଦେବାକୁ ପରିବାର ଲୋକେ ଦାବି କରିଛନ୍ତି |