ପାଟଣା ୬।୬: ଶୋଇବା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆତ୍ମହତ୍ୟା କରିଥିବା ସନ୍ଦେହ । କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଙ୍କୁରା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।
ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଙ୍କୁରା ଗ୍ରାମରେ ଶୋଇବା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ତେବେ ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ପାଟଣା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି ।
You Can Read :
ଧରାକୋଟରେ ନିର୍ବାଚନ ପରବର୍ତ୍ତୀ ହିଂସା, ଯୁବକଙ୍କୁ ପିଟିପିଟି ମାରିଦେଲେ