ନୟାଗଡରେ ନାବାଳିକାକୁ ଅପହରଣ କରି ଦୁଷ୍କର୍ମ ଅଭିଯୋଗ ; ଅଭିଯୁକ୍ତକୁ ଅଟକ ରଖିଛି ପୋଲିସ
18/10/2018 at 10:05 AM

ନୟାଗଡ ୧୮|୧୦: ନାବାଳିକାକୁ ଅପହରଣ କରି ଦୁଷ୍କର୍ମ କରିବା ଅଭିଯୋଗ । ନୟାଗଡ ଜିଲ୍ଲା ନୂଆଗାଁ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗତକାଲି ସଂଧ୍ୟାରେ ଘରୁ ବାହାରକୁ ଯାଇଥିବା ବେଳେ ନାବାଳିକାଙ୍କୁ ଟେକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅପହରଣ କରି ନେବା ସମୟରେ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଅଭିଯୁକ୍ତ ପ୍ରଶାନ୍ତ ଡାଭୁକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।
Related Posts
କନ୍ଧମାଳ ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଜବତ, ୫ ଗିରଫ
6 February 2023