Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ।। ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।। ରବିବାର ପୂର୍ବାହ୍ନରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ହୋଇଥିଲା ଗୁଳିମାଡ।। ଏସଆଇଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନବ ଦାସ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣା, ମହାଲିଙ୍ଗ ଆଞ୍ଚଳିକ କଲେଜରେ କ୍ରାଇମବ୍ରାଞ୍ଚ ତନାଘନା

24/12/2022 at 12:21 PM

ଧର୍ମଗଡ ୨୪/୧୨: ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣା । ମହାଲିଙ୍ଗ ଆଞ୍ଚଳିକ କଲେଜରେ କ୍ରାଇମବ୍ରାଞ୍ଚ ଟିମ୍ । ଗୋବିନ୍ଦ ସାହୁ ଚିଠିକୁ ନେଇ ତଦନ୍ତ କରୁଥିବା ସୂଚନା । ମହାଲିଙ୍ଗ ଆଞ୍ଚଳିକ ମହାବିଦ୍ୟାଳୟରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍ ।

କ୍ରାଇମବ୍ରାଞ୍ଚ ଡିଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଟିମ୍‌ର ତଦନ୍ତ ଆରମ୍ଭ ହୋଇଛି । କଲେଜର ସଂପାଦକ କିରଣ କୁମାର ସିଂ ଓ ଇନଚାର୍ଜ ପ୍ରିନସିପାଲ ଜୟଦେବ ମିଶ୍ରଙ୍କ ଉପସ୍ଥିତିରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଗୋବିନ୍ଦ ସାହୁ ଆତ୍ମହତ୍ୟାର ତଦନ୍ତ ପାଇଁ ଆଜି କ୍ରାଇମବ୍ରାଞ୍ଚ ଟିମ ମହାଲିଙ୍ଗ ଆଞ୍ଚଳିକ ମହାବିଦ୍ୟାଳୟକୁ ପହଚିଛନ୍ତି ।

କ୍ରାଇମବ୍ରାଞ୍ଚ ଡିଏସପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ବରେ ଏକ ଦଳ ଆସିଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରହିଛି । ତଦନ୍ତ ସମୟରେ କଲେଜର ସଂପାଦକ କିରଣ କୁମାର ସିଂ ଓ ଇନଚାର୍ଜ ପ୍ରିନସିପାଲ ଜୟଦେବ ମିଶ୍ର ରହିଛନ୍ତି ।

   Related Posts