ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଚାନ୍ଦବାଲି : ଦୁର୍ଘଟଣା ପରେ ଡଙ୍ଗାରୁ ନଦୀକୁ ଖସିପଡିଲେ ୨ ଜଣ, ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ସୁରକ୍ଷିତ ଉଦ୍ଧାର
  • ||
  • ରାହୁଲ ଗାନ୍ଧିଙ୍କୁ ଝଟକା ।। ରଦ୍ଦ ହେଲା ଲୋକସଭା ସଦସ୍ୟତା
  • ||
  • ସମ୍ବଲପୁର : ସମ୍ବଲପୁରରୁ ନକଲି ମଦ କାରଖାନା ଠାବ, ମଦ ତିଆରି ସାମଗ୍ରୀ ଜବତ
  • ||
  • ଭୁବନ : ମାମୁଁ ଘର ଯିବାବେଳେ ଧକ୍କା ଦେଲା ଟ୍ରକ୍ : ଚାଲିଗଲା ଝିଅର ଜୀବନ, ବାପା ଗୁରୁତର
  • ||
  • ସାନଖେମୁଣ୍ଡି : ମନ୍ଦିର ନିର୍ମାଣରେ ବ୍ୟବହୃତ ଗାଡି ପୋଡିଦେଲେ ଅଜଣା ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ବର : କେଶରୀ ରିୟଲ ଇଷ୍ଟେଟ୍ ଅଫିସରେ ED ରେଡ୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ପୁରୀ : ପୁରୀ ବେଳାଭୂମିରେ ମରିପଡିଛି ଅଲିଭ୍ ରିଡ୍‌ଲେ, ନିକଟରେ ପଡିରହିଛି ଅଣ୍ଡା
  • ||
  • କାମାକ୍ଷାନଗର : ମାରଣାସ୍ତ୍ର ଦେଖାଇ ଲୁଟ୍, ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ୨ଲକ୍ଷ ଟଙ୍କା ଲୁଟିନେଲେ ଦୁଇ ଲୁଟେରା
  • ||
  • ଯାଜପୁର : ଦୀର୍ଘ ୧୬ ଘଣ୍ଟା ପରେ ନଦୀରୁ ମିଳିଲା ମହିଳାଙ୍କ ମୃତଦେହ, ଗୁରୁବାରଠୁ ଥିଲେ ନିଖୋଜ
  • ||
  • ଘଟଗାଁ : ଶିକ୍ଷକଙ୍କ ମନମୁଖି କାର୍ଯ୍ୟକୁ ଗ୍ରାମବାସୀଙ୍କ ବିରୋଧ, ଆଉ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ପାଇଁ ଦାବି
  • ||

ପିଇବାକୁ ମାଗିଲେ ପାଣି, ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍

16/03/2023 at 3:24 PM

ବୋରିଗୁମ୍ମା ୧୬।୩: ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ତିନି ଜଣ ଅଜଣା ବ୍ୟକ୍ତି ଚେନ୍ ଝାମ୍ପି ନେଇଥିବା ଜଣାପଡିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ବୋରିଗୁମ୍ମା ହାଟପଦା ନିକଟରେ ୭୨ ବର୍ଷ ବୟସ୍କା ଜଣେ ବୃଦ୍ଧା ସେବତୀ ମହାପାତ୍ର ପାହାନ୍ତିଆରେ ନିଜ ଘର ସାମ୍ନାରେ ଝାଡୁ ମାରୁଥିଲେ । ହଠାତ ଗୋଟିଏ ବାଇକ୍‌ରେ ତିନି ଜଣ ଅଜଣା ବ୍ୟକ୍ତି ଆସି ପିଇବା ପାଇଁ ପାଣି ମାଗିଥିଲେ । ବୃଦ୍ଧା ଜଣକ ପାଣି ଦେବା ସମୟରେ ବୃଦ୍ଧାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଇ ଚମ୍ପଟ ମାରିଥିଲେ ଦୁର୍ବୃତ୍ତ ।

ସେପଟେ ବୋରିଗୁମ୍ମାରେ ଅନେକ ଦିନ ଧରି ସିସିଟିଭି ଅଚଳ ହୋଇପଡିଛି । ଗୋଟିଏ ପଟେ ନିଛାଟିଆ ଅନ୍ୟପଟେ ସିସିଟିଭି ଅଚଳ । ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଚୋରି କରିବା ପାଇଁ ସୁଯୋଗ ପାଇଛନ୍ତି । ବୃଦ୍ଧାଙ୍କ ପୁଅ ଏ ନେଇ ବୋରିଗୁମ୍ମା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ଲିଖିତ ଅଭିଯୋଗ ପରେ ବୋରିଗୁମ୍ମା ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts