oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ମାଲବାହୀ ଟ୍ରେନ୍‌ରେ ଲାଗିଲା ନିଆଁ, ଜଳିଗଲା କୋଇଲା ବୋଝେଇ ଦୁଇଟି ବଗି

14/01/2020 at 10:31 AM

ଖଲ୍ଲିକୋଟ ୧୪।୧: ଟ୍ରେନ୍ ରେ ଲାଗିଲା ନିଆଁ । ମାଲବାହୀ ଟ୍ରେନର ଦୁଇଟି ବଗିରେ ନିଆଁ ଲାଗିଯାଇଥିଲା । ଗଞ୍ଜାମ ଷ୍ଟେସନରେ ଛିଡା ହୋଇଥିବା ବେଳେ ଏକ କୋଇଲା ବୋଝେଇ ଟ୍ରେନରେ କୌଣସି କାରଣ ଯୋଗୁଁ ନିଆଁ ଲାଗିଯାଇଥିଲା ।

ଅଗ୍ନିକାଣ୍ଡ ଖବର ପାଇ ଛତ୍ରପୁର ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲା । ନିଆଁ ଲାଗିବା ଯୋଗୁଁ କ୍ଷୟକ୍ଷତି ସଂପରର୍କରେ ସଠିକ୍ ତଥ୍ୟ ଜଣାପଡିନାହିଁ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

   Related Posts