oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ୍

11/12/2019 at 12:19 PM

ଅନୁଗୋଳ ୧୧।୧୨: ଅନୁଗୋଳ ନାଲକୋ ରେଳ ଲାଇନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଗୋତମରା ନିକଟରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନଟି ଅନୁଗୋଳ ନାଲକୋକୁ କିଛି ଲୁବ୍ରିକାଣ୍ଟ ନେଇଯାଉଥିଲା ।

କେଉଁ କାରଣରୁ ଲାଇନଚ୍ୟୁତ୍ ହୋଇଛି ତାହା ଜଣାପଡି ନାହିଁ। ନାଲକୋ କର୍ତ୍ତୃପକ୍ଷ ଲାଇନକୁ ସଜାଡ଼ିବାକୁ ଚେଷ୍ଟା କରୁଛନ୍ତି। କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି।

   Related Posts