ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

୨୦୧୩ରେ ଗୋପାଳଙ୍କୁ ମିଳିଥିଲା ବନ୍ଧୁକ, ୨୦୨୦ରେ ପୁୁରୁଣା ଗୁଳି ବଦଳାଇଥିଲେ

31/01/2023 at 1:10 PM

ଭୁବନେଶ୍ୱର ୩୧।୦୧ : ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣା । ଅଭିଯୁକ୍ତ ଗୋପାଳ ଦାସଙ୍କୁ ୨୦୧୩  ମସିହାରେ ବନ୍ଧୁକ ଇସ୍ୟୁ ହୋଇଥିଲା । 9mm ପିସ୍ତଲ ସହ ୨୪ ରାଉଣ୍ଡ ଗୁଳି ଦିଆଯାଇଥିଲା । ୨୦୨୦ ମସିହାରେ ପୁରୁଣା ଗୁଳିକୁ ବଦଳାଇ ନୂଆ ଗୁଳି ଦିଆଯାଇଛି । ୨୦୨୨ ଡିସେମ୍ବରରେ ରେଞ୍ଜ କୋର୍ସ ଫାଇରିଙ୍ଗରେ ଯୋଗ ଦେଇଥିଲା ।  

ସେହିପରି ଗୁଇନ୍ଦା ନିର୍ଦ୍ଦେଶକ, ଆଇନ ଶୃଙ୍ଖଳା ଏଡିଜି ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଛନ୍ତି । ଗାନ୍ଧି ଛକ ଫାଣ୍ଡିର ସମସ୍ତ  କର୍ମଚାରୀଙ୍କ ବୟାନ ରେକର୍ଡ କରାଯାଇଛି । ସମସ୍ତେ ଗୋପାଳଙ୍କ ଆଚାର ବ୍ୟବହାର ଭଲ ବୋଲି ବୟାନ ଦେଇଛନ୍ତି । ତେବେ କିଭଳି ପରିସ୍ଥିତିରେ ଏମିତି ଘଟଣା ଘଟିଲା । ସେନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ।

   Related Posts