Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଚୌଦ୍ୱାର ଜେଲ୍ ଗଲା ଗୋପାଳ, ସୁରକ୍ଷା ଦୃଷ୍ଟିରୁ ଝାରସୁଗୁଡାରୁ ସ୍ଥାନାନ୍ତର

14/02/2023 at 1:43 PM

ଝାରସୁଗୁଡା ୧୪/୦୨: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣା । ଅଭିଯୁକ୍ତ ଗୋପାଳ ଦାସଙ୍କୁ ଚୌଦ୍ୱାର ଜେଲ ସ୍ଥାନାନ୍ତର । ସୁରକ୍ଷା ଦୃଷ୍ଟିରୁ ଝାରସୁଗୁଡା ଜେଲରୁ ଚୌଦ୍ୱାର ଜେଲ୍ ସ୍ଥାନାନ୍ତର । କଡା ସୁରକ୍ଷା ବଳୟ ମଧ୍ୟରେ ଗୋପାଳଙ୍କୁ ଚୌଦ୍ୱାର ଜେଲ ସ୍ଥାନାନ୍ତର କରାଯାଇଛି ।

ଚୌଦ୍ୱାର ଜେଲ୍‌ରେ ଗୋପାଳଙ୍କୁ ୨୪ ଘଣ୍ଟିଆ ପହରା ମଧ୍ୟରେ ରଖାଯିବ । ଏହାସହ ଜେଲ୍‌ରେ ଗୋପାଳଙ୍କ ତଦାରଖ ପାଇଁ ଜେଲ ସୁପରିଟେଣ୍ଡେଣ୍ଟଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଛି । ଏନେଇ ସୂଚନା ଦେଇଛି ଜେଲ ବିଭାଗ । ତେବେ ସ୍ଥାନାନ୍ତର ପୂର୍ବରୁ ଗୋପାଳର ବୟାନ ରେକର୍ଡ ହୋଇଛି ।

ସୂଚନା ଥାଉକି, ମଙ୍ଗଳବାର କୋର୍ଟରେ ହାଜର ହୋଇଥିଲା ନବ ଦାସ ହତ୍ୟାକାରୀ ଗୋପାଳ ଦାସ । କଡା ସୁରକ୍ଷା ମଧ୍ୟରେ ଗୋପାଳକୁ ଜେଲରୁ ଆଣି କୋର୍ଟରେ ହାଜର କରାଯାଇଥିଲା । ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ crpc ୧୬୪ ଧାରାରେ ଗୋପାଳର ବୟାନ ରେକର୍ଡ କରାଯାଇଛି । ଏଠାରେ କହିରଖୁଯେ, ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ ।

   Related Posts