suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣା, ଷଷ୍ଠ ଦିନରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ତନାଘନା

26/12/2022 at 2:10 PM

କଣ୍ଟାବାଞ୍ଜି ୨୬।୧୨ :  କଣ୍ଟାବାଞ୍ଜି ସବ୍‌ଜେଲରେ ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣା । ଷଷ୍ଠ ଦିନରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ତନାଘନା ଜାରି ରହିଛି । ମମିତା ମେହେର ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଥିଲେ ଗୋବିନ୍ଦ ସାହୁ ।

ଖବର ଅନୁଯାୟୀ, ଓଡିଶା ଡିଜିପିଙ୍କ ନିର୍ଦ୍ଦେଶକ୍ରମେ ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର ତଦନ୍ତ କରୁଛି କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଷଷ୍ଠ ଦିନରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଦୁଇ ଜଣିଆ ସଦସ୍ୟ କଣ୍ଟାବଞ୍ଜି ସବ୍‌ଜେଲ୍‌ ପଶିଥିବା ବେଳେ କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ଏବଂ ଅନ୍ୟ ସଦସ୍ୟ କଣ୍ଟାବାଞ୍ଜି ଥାନା ଅଧିକାରୀ ରଶ୍ମିତା ବେହେରାଙ୍କ ସହ ଆଲୋଚନା କରିଛନ୍ତି । ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଯାଞ୍ଚ କରୁଛନ୍ତି ।

   Related Posts