ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣା, ଷଷ୍ଠ ଦିନରେ କ୍ରାଇମ୍ବ୍ରାଞ୍ଚ ଟିମ୍ର ତନାଘନା
26/12/2022 at 2:10 PM

କଣ୍ଟାବାଞ୍ଜି ୨୬।୧୨ : କଣ୍ଟାବାଞ୍ଜି ସବ୍ଜେଲରେ ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣା । ଷଷ୍ଠ ଦିନରେ କ୍ରାଇମ୍ବ୍ରାଞ୍ଚ ଟିମ୍ର ତନାଘନା ଜାରି ରହିଛି । ମମିତା ମେହେର ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଥିଲେ ଗୋବିନ୍ଦ ସାହୁ ।
ଖବର ଅନୁଯାୟୀ, ଓଡିଶା ଡିଜିପିଙ୍କ ନିର୍ଦ୍ଦେଶକ୍ରମେ ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର ତଦନ୍ତ କରୁଛି କ୍ରାଇମ୍ବ୍ରାଞ୍ଚ ଟିମ୍ । ଷଷ୍ଠ ଦିନରେ କ୍ରାଇମ୍ବ୍ରାଞ୍ଚ ଟିମ୍ର ଦୁଇ ଜଣିଆ ସଦସ୍ୟ କଣ୍ଟାବଞ୍ଜି ସବ୍ଜେଲ୍ ପଶିଥିବା ବେଳେ କ୍ରାଇମ୍ବ୍ରାଞ୍ଚ ଡିଏସ୍ପି ଏବଂ ଅନ୍ୟ ସଦସ୍ୟ କଣ୍ଟାବାଞ୍ଜି ଥାନା ଅଧିକାରୀ ରଶ୍ମିତା ବେହେରାଙ୍କ ସହ ଆଲୋଚନା କରିଛନ୍ତି । ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଯାଞ୍ଚ କରୁଛନ୍ତି ।
Related Posts
କୋରାପୁଟ ପୋଲିସକୁ ସଫଳତା, ବନ୍ଧା ହେଲା ମୋବାଇଲ୍ ଲୁଟେରା, ୫୧ଟି ଫୋନ୍ ଜବତ
27 January 2023