ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରାଜ୍ୟ ସରକାରଙ୍କ ଘୋଷଣା, ରାଜଧାନୀରେ କାଲି ୧ଟା ପରେ ବନ୍ଦ ରହିବ ସ୍କୁଲ, କଲେଜ୍‌, ସରକାରୀ ଅଫିସ୍‌

9/11/2022 at 8:55 PM

ଭୁବନେଶ୍ୱର, ୦୯/୧୧: ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସ୍କୁଲ କଲେଜ ଛୁଟି । କାଲି ଦିନ ଗୋଟାଏ ପରେ ରାଜଧାନୀରେ ସ୍କୁଲ କଲେଜ ଛୁଟି ରହିବ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ଦିନ୧ଟାଏ ପରେ ସ୍କୁଲ, କଲେଜ ଓ ସରକାରୀ ଅଫିସ ବନ୍ଦ ରହିବ ।

   Related Posts