oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ୍

19/02/2021 at 4:23 PM

ଭୁବନେଶ୍ବର ୧୯।୨: ଏଣିକି ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ । ଏନେଇ ଟ୍ବିଟ୍‌ ଯୋଗେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସ୍କୁଲଶିକ୍ଷାରେ ସଂସ୍କାର ଆଣିବା ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଥିବା ଟ୍ବିଟ୍ ରେ କୁହାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓକାକର ମିଳିତ ପ୍ରୟାସରେ ଏହା କରାଯିବ ବୋଲି ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ, ଗତ କିଛି ଦିନ ହେବ ସାର୍ଟିଫିକେଟ୍ ଡିଜିଟାଲାଇଜେସନ କରିବା ଲାଗି ଆଲୋଚନା କରାଯାଉଥିଲା । ତେବେ ସାର୍ଟିଫିକେଟ୍ ଡିଜିଟାଲାଇଜେସନ୍ ହେବା ଦ୍ବାରା ଛାତ୍ରଛାତ୍ରୀମାନେ ବେଶ୍ ଉପକୃତ ହେବେ । ଏଭଳି ପଦକ୍ଷେପ ଅତ୍ୟନ୍ତ ପ୍ରଶଂସାଯୋଗ୍ୟ ।

   Related Posts